ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିଲା ନାମାଙ୍କନ ଦାଖଲ, ମେ ୧୩ ରେ ଭୋଟଗ୍ରହଣ
ଭୁବନେଶ୍ୱର : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିଲା ନାମାଙ୍କନ ଦାଖଲ । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ଆସନରେ ଭୋଟିଂ ହେବ । ମେ ୧୩ରେ ହେବ ଭୋଟଗ୍ରହଣ ।
ଗତ ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଓ ନବରଙ୍ଗପୁର ଲୋକସଭା ଆସନରେ ବିଜେଡି ଜିତିଥିବା ବେଳେ କଳାହାଣ୍ଡିରେ ବିଜେପି ଓ କୋରାପୁଟ ଲୋକସଭା ଆସନରେ କଂଗ୍ରେସ…
Read More...