ରାଜ୍ଯରେ ଦିନକରେ କରୋନା ନେଲା ସର୍ବାଧିକ ୧୦ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୩, ସୁନ୍ଦରଗଡରୁ ୨,ବାଲେଶ୍ବରରୁ ୨, ଗଜପତିରୁ ୧, ଝାରସୁଗୁଡା ୧ ଓ ରାୟଗଡାରୁ ଜଣଙ୍କର ଜୀବନ ନେଇଛି ମହାମାରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.