ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ, ଘରେ ରହି ଅନ୍‌ଲାଇନ୍‌ ମାଧ୍ୟମରେ କରୁଛନ୍ତି କାମ

ଭୁବନେଶ୍ବର: ସ୍ୱାସ୍ଥ୍ୟ ବିଭାଗରୁ ୧୦ ଜଣ କର୍ମଚାରୀ କରୋନା ଆକ୍ରାନ୍ତ । ପଜିଟିଭ ବାହାରିବା ପରେ ଏବେ ଘରେ ରହି ଅନ୍‌ଲାଇନ୍‌ ମାଧ୍ୟମରେ ସେମାନେ କାମ କରୁଛନ୍ତି । ସ୍ୱାସ୍ଥ୍ୟ ବିଭାଗର ଏହି କର୍ମଚାରୀଙ୍କୁ ଅନ୍‌ଲାଇନ୍‌ କାମ କରିବା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ଗଞ୍ଜାମରେ ପଜିଟିଭଙ୍କ ସଂଖ୍ୟା କମୁଛି। ଦୁଇ ଦିନିଆ ଗଞ୍ଜାମ ଗସ୍ତରେ ଆସି ଯାହା ସମସ୍ୟା ଥିଲା ତାହା ଉପରେ ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.