ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜୀବନ, ଜାଣନ୍ତୁ କେଉଁଠୁ କେତେ ମୃତ

ଭୁବନେଶ୍ବର : ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୦ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୫, ଭୁବନେଶ୍ବରରୁ ୨,ଗଜପତି ୧,ସୁନ୍ଦରଗଡ ୧ ଏବଂ ଖୋର୍ଦ୍ଧାରୁ ଜଣେ ମୃତ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.