ରାଜ୍ୟରେ ଆଜି ୧୦ଜଣଙ୍କ ଜୀବନ ନେଲା କରୋନା, ମୋଟ୍ ମୃତ୍ୟୁସଂଖ୍ୟା ୩୯୦ରେ ପହଁଚିଲା

ଭୁବନେଶ୍ବର: ରାଜ୍ୟରେ ଆଜି ୧୦ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ କୋଭିଡ୍ ଜନିତ ମୃତ୍ୟୁସଂଖ୍ୟା ୩୯୦ରେ ପହଁଚିଛି। ଏମାନଙ୍କ ଭିତରୁ ଗଞ୍ଜାମ ୪, ଭୁବନେଶ୍ବରରୁ ୨ଜଣଙ୍କର ମୃତ୍ଯୁ ହୋଇଛି । ସେହିପରି ଅନୁଗୁଳ,କୋରାପୁଟ,ନୟାଗଡ ଓ ସୋନପୁର ମୃତ୍ଯୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.