ଆଜି ରାଜ୍ୟରେ ଆଉ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୦୫ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୬୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ହଜାର୭୯୭କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୩ହଜାର ୦୩୧। ଆକ୍ଟିଭ କେସ୍‌ ରହିଛି ୮୦୩।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.