ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୦୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୦୮ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୬୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ହଜାର ୯୫୮କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୧ହଜାର ୮୨୪। ଆକ୍ଟିଭ କେସ୍‌ ରହିଛି ୧ହଜାର ୧୭୫।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.