ଆଜି ରାଜ୍ୟରେ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ହଜାର ୭୮୦କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୧୩ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୬୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ହଜାର ୭୮୦କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୧ହଜାର ୫୩୫। ଆକ୍ଟିଭ କେସ୍‌ ରହିଛି ୧ହଜାର ୨୮୬।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.