ଭୁବନେଶ୍ୱରରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ । ଏହି ପଜିଟିଭଙ୍କ ଭିତରୁ ହୋମ୍ କ୍ୱାରେଣ୍ଟାଇନରୁ ୪ ଓ ଲୋକାଲ କେସ ୮ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହାକୁ ମିଶାଇ ଭୁବନେଶ୍ବରରେ ସମୁଦାୟ ୩୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ, ୧୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୧୩୫ଟି ଆକ୍ଟିଭ୍ କେସ୍ ରହିଛିି।

bhubaneswar corona positive

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.