ଆଜି ରାଜ୍ଯର ୩୦ଟି ଜିଲ୍ଲାରୁ ୧୩୭୬ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୨୫୩୮୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୧୩୭୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୯୧୭ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ୪୫୯ ଲୋକାଲ କେସ୍ ରୁ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ପଜିଟିଭଙ୍କ ସଂଖ୍ଯା ୨୫୩୮୯ରେ ପହଁଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.