କରୋନା ଭାଇରସ

ଚିନ୍ତା ବଢାଇଲେ ୧୫ ଲକ୍ଷ ବିଦେଶ ଫେରନ୍ତା, ସବୁ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର କ୍ୟାବିନେଟ୍‌ ସଚିବ

ନୂଆଦିଲ୍ଲୀ: ଲକ୍‌ ଡାଉନରେ କରୋନା ସହ ଲଢେଇ କରୁଛି ଦେଶ । ହେଲେ ଚିନ୍ତା ବଢାଇଛନ୍ତି ୧୫ ଲକ୍ଷ ବିଦେଶ ଫେରନ୍ତା । ଏମାନେ ଜାନୁଆରୀ ୧୮ରୁ ମାର୍ଚ୍ଚ ୨୩ ଭିତରେ ଭାରତ ଆସିଛନ୍ତି । ଏହି ସମୟ ମଧ୍ୟରେ କରୋନା ବ୍ୟାପକ ହୋଇ ସାରିଥିଲା । ଏହି ୧୫ ଲକ୍ଷ ଯାତ୍ରୀଙ୍କ ମଧ୍ୟରୁ ଅନେକଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି । ତେଣୁ ଏମାନଙ୍କ ଦ୍ୱାରା ଭୂତାଣୁ ବ୍ୟାପିବା ଭୟ ରହିଛି । ଏମାନେ କେଉଁଠି ଅଛନ୍ତି, କଣ କରୁଛନ୍ତି ତା ଉପରେ ନଜର ରଖିବା ନିହାତି ଆବଶ୍ୟକ । ଏଥିପାଇଁ ସବୁ ରାଜ୍ୟକୁ ଚିଠି ଲେଖିଛି କେନ୍ଦ୍ର ।

କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜୀବ ଗୌବା ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବମାନଙ୍କୁ ଚିଠି ଲେଖିଛନ୍ତି । ଏହି ୧୫ ଲକ୍ଷ ବିଦେଶୀ ଫେରନ୍ତାଙ୍କୁ ନିରୀକ୍ଷଣ ଭିତରେ ରଖିବାକୁ ଅନୁରୋଧ କରିଛନ୍ତି । କରୋନା ମୁକାବିଲା ପାଇଁ ଏମାନଙ୍କୁ ନିରୀକ୍ଷଣରେ ରଖିବା ଗୁରୁତ୍ୱପୂର୍ଣ୍ଣ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । ଏଥିରେ ଜିଲ୍ଲା ପ୍ରଶାସନକୁ ସକ୍ରିୟ ଭାବେ ନିୟୋଜିତ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ।

 

 

KNews Bureau

Recent Posts

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

10 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

23 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

26 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

46 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

2 hours ago