ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୫୦ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ହଜାର ୪୩୦କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୦ହଜାର ୯୬୨। ଆକ୍ଟିଭ କେସ୍ ରହିଛି ୧ହଜାର ୩୮୦।
ସେହିପରି ଆଜି କରୋନାରେ ଜଣଙ୍କର ଜୀବନ ଯାଇଥିବା ନେଇ ସୂଚନା ମିଳିଛି । ମୃତକ ହେଉଛନ୍ତି ସୁନ୍ଦରଗଡ ଜିଲ୍ଲାର ଜଣେ ୭୪ ବର୍ଷିୟା ମହିଳା।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…