କରୋନା ଭାଇରସ

ଖୋର୍ଦ୍ଧା ସବ୍‌ଡିଭିଜନ୍‌ରେ ୧୬ଘଣ୍ଟିଆ ସଟ୍‌ଡାଉନ୍, ଦିନ ୨ରୁ ସକାଳ ୬ ଯାଏ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଛାଡି ସବୁ ବନ୍ଦ

ଖୋର୍ଦ୍ଧା: ଖୋର୍ଦ୍ଧା ସବ୍‌ଡିଭିଜନ୍‌ରେ ୧୬ଘଣ୍ଟିଆ ସଟ୍‌ଡାଉନ୍‌। ଦିନ ୨ରୁ ସକାଳ ୬ ଯାଏ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଛାଡି ସବୁ ବନ୍ଦ ରଖାଯିବ। ଏହା ଛଡା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିବ।

ଜିଲ୍ଲାରେ ସଂକ୍ରମଣ ବଢୁଥିବାରୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଜୁନ୍‌ ୩୦ ପର୍ଯ୍ୟନ୍ତ ୧୬ ଘଣ୍ଟିଆ ସଟ୍‌ଡାଉନ ଜାରି ରହିବ ବୋଲି ଜିଲ୍ଲାପାଳ ସିତାଂଶୁ କୁମାର ରାଉତ ସୂଚନା ଦେଇଛନ୍ତି।

Sonalisa

Recent Posts

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

6 mins ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

9 mins ago

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

31 mins ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

34 mins ago

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

57 mins ago

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

1 hour ago