କରୋନା ଭାଇରସ

ଆଜି ରାଜ୍ଯରେ ଚିହ୍ନଟ ହେଲେ ୧୭୦୯ ନୂଆ ସଂକ୍ରମିତ, ଗଲା ୧୧ ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ଚିହ୍ନଟ ହେଲେ ୧୭୦୯ ନୂଆ ସଂକ୍ରମିତ । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୯୮୫ ଓ ଲୋକାଲ୍ କେସରୁ ୭୨୪ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭୫୭୪୯ ସୁସ୍ଥ ହୋଇସାରିଲେଣି। ଏହାସହିତ ୧୪୬୯୨ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।


ଏହା ସହିତ ଆଜି ରାଜ୍ୟରେ କରୋନା ନେଲା ଆଉ ୧୧ ଜଣଙ୍କ ମୁଣ୍ଡ। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Sonalisa

Recent Posts

ଥାନାକୁ ଡାକି ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ କରିବା ଘଟଣା : ନିଲମ୍ବିତ ହେଲେ ପୋଲିସ ଏଏସଆଇ

ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା  l ଘଟଣାକୁ…

25 mins ago

ରୋଗୀ ଆଣୁଥିବା ବେଳେ 108 ଆମ୍ବୁଲାନ୍ସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ ଓ ଡ୍ରାଇଭର

ବାସୁଦେବପୁର :  ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …

48 mins ago

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

2 hours ago

ଶ୍ରୀମନ୍ଦିରରେ ଲାଗିଲା ଫୋକସ୍‌ ଲାଇଟ୍‌, ଆଲୋକମାଳାରେ ଝଲସିଲା ଶ୍ରୀମନ୍ଦିର

ପୁରୀ: ପୁଣି ଫୋକସ୍‌ ଲାଇଟ୍‌ ରେ ଝଟକିବ ଶ୍ରୀମନ୍ଦିର । ଆଲୁଅରେ ଝଲସି ଉଠିବ ବଡ଼ ଦେଉଳ । ଆଲୋକମାଳାରେ…

2 hours ago

୬ ଜଣ ଛାତ୍ରଛାତ୍ରୀ ମନ୍ଦିର ବୁଲିବାକୁ ଯାଇଥିଲେ ହେଲେ ଘଟିଗଲା ବଡ଼ ଅଘଟଣ

ରାଉରକେଲା: କେଡ଼େ ଖୁସିରେ ବେଦବ୍ୟାସ ମନ୍ଦିର ବୁଲି ଯାଇଥିଲେ ୬ ଜଣ ବନ୍ଧୁ। ମନ୍ଦିର ବୁଲୁ ବୁଲୁ ଅସହ୍ୟ ତାତିରେ…

3 hours ago

ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ ମଞ୍ଚରେ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର (କେନ୍ୟୁଜ୍‌) : ଭାରତୀୟ ସିନେମା ଓ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓ ଆଉ ନାହାନ୍ତି।…

4 hours ago