ଆଜି ରାଜ୍ଯରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ, ଗଲା ୨ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୧୮୩ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୦୬, ଏବଂ ଲୋକାଲ୍ କେସରୁ ୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ହଜାର ୪୯୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୬ ହଜାର ୨୦୯। ଆକ୍ଟିଭ କେସ୍‌ ରହିଛି ୨ ହଜାର ୩୪୫।

ରାଜ୍ଯରେ ଆଜି ଗଲା ୨ ଜଣଙ୍କ ଜୀବନ । ଏମାନଙ୍କ ଭିତରେ ବାଲେଶ୍ବର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ଯରେ ସମୁଦାୟ କରୋନା ମୃତ୍ୟୁସଂଖ୍ଯା ପହଁଚିଲା ୧୮୮୫ ରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.