କରୋନା ଭାଇରସ

ରାଜ୍ୟରେ ପୁଣି କରୋନା ନେଲା ଆଉ ୨ ଜୀବନ : ଅନୁଗୁଳ ଜିଲ୍ଲାରେ ହେଲା ପ୍ରଥମ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ପୁଣି କରୋନା ନେଲା ଆଉ ୨ ଜୀବନ। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକ ଉଭୟ ପୁରୁଷ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଅନୁଗୁଳ ଜିଲ୍ଲାର ଏବଂ ଅନ୍ୟ ଜଣେ ଗଞ୍ଜାମ ଜିଲ୍ଲାର। ତେବେ ଅନୁଗୁଳ ଜିଲ୍ଲାର ଏହା ପ୍ରଥମ କରୋନା ମୃତ୍ୟୁ ବୋଲି ଜଣାପଡିଛି। ଅନ୍ଯପଟେ ଗଞ୍ଜାମରେ କରୋନା ଯୋଗୁ ଆଖି ବୁଜିଥିବା ବ୍ୟକ୍ତିଙ୍କ ବୟସ ୪୯ ବର୍ଷ ହୋଇଥିବା ବେଳେ ଅନୁଗୁଳରେ ମୃତକଙ୍କ ବୟସ ୫୭ ବର୍ଷ ବୋଲି ଜଣାଯାଇଛି।

Sonalisa

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

34 mins ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

4 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

4 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

4 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

7 hours ago