ଭୁବନେଶ୍ୱର(କେନ୍ଯୁଜ୍): ଟିକାକରଣରେ ବିଏମ୍ସିର ଆଉ ଏକ ମାଇଲଖୁଣ୍ଟ। ଭୁବନେଶ୍ୱରରେ ୨୦ଲକ୍ଷ ଟିକାକାରଣ ଟାର୍ଗେଟ ପୂରଣ ହୋଇଛି। ଗତକାଲି ସୁଦ୍ଧା ମୋଟ ୨୦ଲକ୍ଷ ୪ହଜାର ୬୨୮ ଡୋଜ୍ ଟିକା ଦିଆଯାଇଛି।
ସେଥିମଧ୍ୟରୁ ୧୧ଲକ୍ଷ ୧୯ହଜାର ୬୨୮ ଜଣ ପ୍ରଥମ ଡୋଜ୍ ଓ ୮ଲକ୍ଷ ୮୪ହଜାର ୯୬୪ଜଣ ବିଭିନ୍ନ ବର୍ଗ ଓ ବୟସର ବ୍ୟକ୍ତି ଉଭୟ ଡୋଜ୍ ଟିକା ନେଇସାରିଛନ୍ତି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…