Below header

ରାଜ୍ୟରେ ଆଉ ୨୧୦ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୧ ନୂଆ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଉ ୨୧୦ କରୋନା ପଜିଟିଭ୍‌ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୧୨୪, ୮୬ଟି ଲୋକାଲ କେସ୍‌ । ଖୋର୍ଦ୍ଧାରୁ ସର୍ବାଧିକ ୫୧ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ସେହିପରି ନୂଆପଡ଼ାରୁ ୨୩ ଓ କଟକରୁ ୧୯ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି । ବଲାଙ୍ଗିର, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୧୨ ଲେଖାଏଁ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.