ଆଜି ରାଜ୍ଯରେ ୨୨୨ କରୋନା ପଜିଟିଭ୍ ଚିହ୍ନଟ: ସଂଗରୋଧ କେନ୍ଦ୍ରରୁ ୧୨୭ ଓ ସ୍ଥାନୀୟ ଅଞ୍ଚଳରୁ ୯୫ ଜଣ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୨୨ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୧୨୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ହଜାର ୭୬୩କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୮ ହଜାର ୬୨୨। ଆକ୍ଟିଭ କେସ୍‌ ରହିଛି ୨ ହଜାର ୧୯୨।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.