ଭୁବନେଶ୍ବରରେ ୨୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ୱାରେଣ୍ଟିନରୁ ୨୦ଜଣ ଥିବାବେଳେ ଅନ୍ୟ ୪ଜଣ ଲୋକାଲ କେସ୍ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ଯା ୩୬୯ରେ ପହଁଚିଛି । ଏମାନଙ୍କ ଭିତରୁ ୨୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହିତ ୧୪୮ ଆକ୍ଟିଭ୍ କେସ୍ ରହିଛି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

v

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.