କରୋନା ଭାଇରସ

ରାଜ୍ଯରେ ଆଜି ୨୫୧ କରୋନା ପଜିଟିଭ୍ ଚିହ୍ନଟ, ୧୮୮୦ରେ ପହଁଚିଲା ସମୁଦାୟ ମୃତ୍ୟୁସଂଖ୍ଯା

ଭୁବନେଶ୍ବର: ରାଜ୍ଯରେ ଆଜି ୨୫୧ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୪୮, ଏବଂ ଲୋକାଲ୍ କେସରୁ ୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ହଜାର ୧୧୭କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୫ ହଜାର ୭୩୩। ଆକ୍ଟିଭ କେସ୍‌ ରହିଛି ୨ ହଜାର ୪୫୧।


ରାଜ୍ଯରେ ଆଜି ଗଲା ୪ ଜଣଙ୍କ ଜୀବନ । ଏମାନଙ୍କ ଭିତରେ ଭୁବନେଶ୍ବର ଏବଂ ପୁରୀରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ଯରେ ସମୁଦାୟ କରୋନା ମୃତ୍ୟୁସଂଖ୍ଯା ପହଁଚିଲା ୧୮୮୦ ରେ ।

Sonalisa

Recent Posts

ସଂସଦ ଇତିହାସରେ ପ୍ରଥମ, ଲୋକସଭା ବାଚସ୍ପତି ପାଇଁ ପ୍ରଥମ ଥର ହେବ ନିର୍ବାଚନ

ନୂଆଦିଲ୍ଲୀ: ସଂସଦ ଇତିହାସରେ ପ୍ରଥମ । ଲୋକସଭା ବାଚସ୍ପତି ପାଇଁ ପ୍ରଥମ ଥର ହେବ ନିର୍ବାଚନ। ସ୍ପିକର ପଦ ପାଇଁ…

40 seconds ago

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

22 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

24 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

27 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

29 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

34 mins ago