ରାଜ୍ଯରେ ଆଜି ୨୬୩ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ୨୬୩ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୫୧, ଏବଂ ଲୋକାଲ୍ କେସରୁ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ହଜାର ୦୦୧ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୪ ହଜାର ୩୯୨। ଆକ୍ଟିଭ କେସ୍‌ ରହିଛି ୨ ହଜାର୬୮୮।

You might also like