ଭୁବନେଶ୍ବର: ରାଜ୍ଯରେ ଆଜି ୨୬୩ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୫୧, ଏବଂ ଲୋକାଲ୍ କେସରୁ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ହଜାର ୦୦୧ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୪ ହଜାର ୩୯୨। ଆକ୍ଟିଭ କେସ୍ ରହିଛି ୨ ହଜାର୬୮୮।
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…