ରାଜ୍ୟରେ ଆଉ ୨୯୭ କରୋନା ପଜିଟିଭ୍‌ ଚିହ୍ନଟ, କଳାହାଣ୍ଡିରୁ ସର୍ବାଧିକ ୫୭ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଉ ୨୯୭ କରୋନା ପଜିଟିଭ୍‌ ଚିହ୍ନଟ। କ୍ୱାରେଣ୍ଟାଇନ୍‌ରୁ ୧୭୪ ଓ ଲୋକାଲ କେସ୍‌ ରହିଛି ୧୨୩ । କଳାହାଣ୍ଡିରୁ ସର୍ବାଧିକ ୫୭ଜଣ ଆକ୍ରାନ୍ତ ରହିଛନ୍ତି।

ସୁନ୍ଦରଗଡ଼ରୁ ୩୮, ଖୋର୍ଦ୍ଧାରୁ ୩୩, ନୂଆପଡ଼ାରୁ ୩୧, କଟକ ଓ ସମ୍ବଲପୁରରୁ ୧୭ ଜଣ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ମୋଟ ପଜିଟିଭ୍‌ କେସ୍‌ ୩ଲକ୍ଷ ୪୦ହଜାର ୯୧୭ରେ ପହଞ୍ଚିଛି। ୩ଲକ୍ଷ ୩୬ହଜାର ୯୩୦ଜଣ ସୁସ୍ଥ ହୋଇଥିବାବେଳେ ଆକ୍ଟିଭ୍‌ କେସ୍‌ ରହିଛି ୨୦୧୩।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.