କୋରାପୁଟ: କୋରାପୁଟରେ ତିନି କରୋନା ପଜିଟିଭ୍ ଚିହ୍ନଟ। ଭବାନୀପାଟଣା ନର୍ଲା CHCର ୨ ଜଣ ମହିଳା ଡାକ୍ତରଙ୍କୁ କରୋନା। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସେମାନେ ସଂକ୍ରମିତ ହୋଇଥିବା ନେଇ ସୂଚନା ମିଳିଛି । ତେବେ ସଂକ୍ରମିତ ବ୍ୟକ୍ତି ୭ ଦିନ TMC ଓ ପରେ ହୋମ୍ କ୍ୱାରେଣ୍ଟାଇନ୍ରେ ରହିଥିଲେ।
କିନ୍ତୁ ହୋମ୍ କ୍ୱାରେଣ୍ଟାଇନ୍ରେ ଥାଇ ମଧ୍ଯ ସେ ପ୍ରୋଟୋକଲ ଭାଙ୍ଗି CHC ଯାଇଥିଲେ। ଯାହାଫଳରେ ନର୍ଲା CHCକୁ ବର୍ତ୍ତମାନ ଅସ୍ଥାୟୀ ଭାବେ ବନ୍ଦ କରିଦିଆଯାଇଛି । ଅନ୍ଯପଟେ ୩ୟ ଆକ୍ରାନ୍ତ ତେଲେଙ୍ଗାନା ଫେରନ୍ତା ଜଣେ ପ୍ରବାସୀ ବୋଲି ଜଣାପଡିଛି ।
ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…
ଭୁବନେଶ୍ୱର (କେନ୍ୟୁଜ୍): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…
କାକଟପୁର(କେନ୍ୟୁଜ୍): ଆଜି ଶେଷ ପର୍ଯ୍ୟାୟରେ କାକଟପୁର ନିର୍ବାଚନ ମଣ୍ଡଳୀରେ ୨୮୦ଟି ବୁଥରେ ଭୋଟ ଗ୍ରହଣ କାର୍ଯ୍ୟ ଚାଲୁରହିଛି । ଏହି…
ଗଞ୍ଜାମ (କେନ୍ୟୁଜ) : ଆଖୁ ରସ ପିଉଥିଲେ ଏପଟେ ଲୁଟିନେଇ ଚାଲିଗଲେ । ହଁ ଆଜ୍ଞା ଆଖୁ ରସ ପିଉଥିବା…
ସିବିଏସଇ ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…
କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…