ଓଡିଶା ପାଇଁ ଖୁସି ଖବର, ଆଜି ରାଜ୍ୟରେ ସୁସ୍ଥ ହେଲେ ୩୧୯ କରୋନା ରୋଗୀ

ଭୁବନେଶ୍ୱର (କେନ୍ୟୁଜ୍‌) : ରାଜ୍ୟରେ କରୋନା ସଂକ୍ରମଣ କମିଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୪୦୦ ତଳେ ରହୁଥିବା ବେଳେ ଅଧିକ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫ଟି ଜିଲ୍ଲାରୁ ୩୧୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୪, ୦୬୮କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ରବିବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.