ଆଜି ଭୁବନେଶ୍ବରରୁ ଆଉ ୩୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଭୁବନେଶ୍ୱରରେ ଆଉ ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ସଙ୍ଗରୋଧରୁ ୧୪ ଓ ସ୍ଥାନୀୟ ଅଞ୍ଚଳରୁ ୧୮ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ଯା ୫୫୭ରେ ପହଁଚିଛି । ତେବେ ଏଠାରେ ୨୪୭ଟି ଆକ୍ଟିଭ୍ କେସ୍ ରହିଛି । ଏହାସହ ୩୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

bbsr

 

Leave A Reply

Your email address will not be published.