ରାଜ୍ଯରେ ଆଜି ୩୫୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ୩୫୧ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୦୩, ଏବଂ ଲୋକାଲ୍ କେସରୁ ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ହଜାର ୧୪୭କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୦ ହଜାର ୨୦୮। ଆକ୍ଟିଭ କେସ୍‌ ରହିଛି ୩ ହଜାର ୦୬୧।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.