ଭୁବନେଶ୍ବର: ରାଜ୍ଯରେ ଆଜି ୩୬୩ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୦୮, ଏବଂ ଲୋକାଲ୍ କେସରୁ ୧୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ହଜାର ୫୯୬କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୨୧ ହଜାର ୬୪୭। ଆକ୍ଟିଭ କେସ୍ ରହିଛି ୩ ହଜାର ୦୫୭।
ଅନ୍ଯପଟେ ଆଜି ରାଜ୍ଯରେ ଗଲା ୩ ଜଣ କରୋନା ସଂକ୍ରମିତଙ୍କ ଜୀବନ। ଏମାନଙ୍କ ଭିତରୁ ସୁନ୍ଦରଗଡରୁ ୨ଜଣେ ଏବଂ କଳାହାଣ୍ଡିରୁ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି ।
କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଥିଲେ, ହେଲେ ଛାଡିଲେନି ଗାଁର ମହିଳା । ସିଧା ଘରକୁ ଗଲେ ଆଉ ପକାଇଲେ…
ଭୁବନେଶ୍ୱର : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…
ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…