ଭୁବନେଶ୍ବର: ରାଜ୍ଯରେ ଗତକାଲି ୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ, ଆଜି ୩୭୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୧୫, ଏବଂ ଲୋକାଲ୍ କେସରୁ ୧୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୦ ହଜାର ୩୯୪ କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୪ ହଜାର ୦୨୩। ଆକ୍ଟିଭ କେସ୍ ରହିଛି ୪ହଜାର ୫୫୮।
ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ କେନ୍ଦୁଝରରୁ ଜିଲ୍ଲାରୁ ୨ଜଣ ଓ ମୟୁରଭଞ୍ଜ, ମାଲକାନଗିରି ଓ ନୂଆପଡାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୬୦କୁ ବୃଦ୍ଧି ପାଇଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…