ଭୁବନେଶ୍ବରରେ ୩୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଭୁବନେଶ୍ବରରେ ଆଜି ୩୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୨୫ ଜଣ ହୋମ୍ କ୍ବାରେଣ୍ଟାଇନ୍ ଓ ୧୩ ଜଣ ଲୋକାଲ୍ କେସ୍। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୨୫୮ରେ ପହଁଚି ଥିବାବେଳେ, ୧୨୭ଜଣ ସୁସ୍ଥ .ହେୋଇ ଘରକୁ ଫେରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.