ଭୁବନେଶ୍ବର: ରାଜ୍ଯରେ ଆଜି ୩୮୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୨୨୦, ଏବଂ ଲୋକାଲ୍ କେସରୁ ୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୩ ହଜାର ୦୨୯କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୧୭ ହଜାର ୮୭୦। ଆକ୍ଟିଭ କେସ୍ ରହିଛି ୩ ହଜାର ୩୦୮।
ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏମାନଙ୍କ ଭିତରୁ ବରଗଡ,ମୟୁରଭଞ୍ଜ,ଭୁବନେଶ୍ବର ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୭୯୮କୁ ବୃଦ୍ଧି ପାଇଛି ।
ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…
ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…
ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…
ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…
କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…