ରାଜ୍ଯରେ ଆଉ ୪ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ମୃତକ ୪ଜଣ ପୁରୁଷ । ସେମାନଙ୍କ ମଧ୍ୟରୁ ୩ ଜଣ ଗଞ୍ଜାମର ହୋଇଥିବା ବେଳେ କଟକର ଜଣେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.