ବାଲେଶ୍ୱରରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ। ସମସ୍ତ ପଜିଟିଭ ବାଲେଶ୍ଵର ଜିଲ୍ଲାର ବୋଲି ଜଣାପଡିଛି। ଏହି ପଜିଟିଭଙ୍କୁ ମିଶାଇ ବାଲେଶ୍ଵରରେ ସଂକ୍ରମିତଙ୍କ ସଂଖ୍ୟା ୧୫ରେ ପହଁଚିଛି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

baleswar

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.