ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୭ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୩୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ହଜାର ୮୬୦କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୫ହଜାର ୧୬୮। ଆକ୍ଟିଭ କେସ୍ ରହିଛି ୭୨୨।
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…