ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୯ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୩୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ହଜାର ୧୦୧କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୩ହଜାର ୩୫୧। ଆକ୍ଟିଭ କେସ୍‌ ରହିଛି ୭୮୭।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.