କରୋନା ଭାଇରସ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୭୦ ଜଣ କରୋନା ଆକ୍ରାନ୍ତ, ସମୁଦାୟ ହଜାରେ ୨୨୪ଟି ଆକ୍ଟିଭ କେସ୍‌

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୭୦ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୪୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ହଜାର ୮୫୦କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୧ହଜାର ୬୬୭। ଆକ୍ଟିଭ କେସ୍‌ ରହିଛି ୧ହଜାର ୨୨୪।

Sonalisa

Recent Posts

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…

30 mins ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ, ଶପଥ ନେଲେ ପ୍ରଧାନମନ୍ତ୍ରୀଙ୍କ ସହ ଟିମ୍‌ କ୍ୟାବିନେଟ୍‌, ଓଡିଶାକୁ ୩ କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …

2 hours ago

ବସ୍‌ ରେ ଯାତ୍ରା ସମୟରେ ଖସି ପଡ଼ୁଥିଲେ ଯାତ୍ରୀ, ସୁପରମ୍ୟାନ୍‌ ଭାବେ ଜୀବନ ରକ୍ଷା କଲେ କଣ୍ଡକ୍ଟର

ଯଦି ଆପଣ ଚଳଚ୍ଚିତ୍ରରେ 'ସ୍ପାଇଡରମ୍ୟାନ୍' ଦେଖିଥିବେ, ତେବେ ଆପଣ ବୋଧହୁଏ ଜାଣିଥିବେ ଷଷ୍ଠ ଇନ୍ଦ୍ରୀୟ (sixth sence) କ’ଣ କୁହାଯାଏ…

3 hours ago

ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ୪୨ ଚକ ନିର୍ମାଣ ଶେଷ

ପୁରୀ : ଚଳଚଞ୍ଚଳ ପୁରୀ ରଥଖଳା । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ରଥ…

3 hours ago

ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସ, ପ୍ରଦର୍ଶିତ ହେଲା ସିନେମା ଶୂନ୍ୟ ସ୍ବରୂପ

ଭୁବନେଶ୍ଵର : ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସରେ ପ୍ରଦର୍ଶିତ ହୋଇଛି ଜାତୀୟ ପୁରସ୍କାର ପ୍ରାପ୍ତ ସିନେମା ଶୂନ୍ୟ ସ୍ବରୂପ…

4 hours ago

ଦମ୍ ବିରିୟାନି, ଯୋଧପୁରୀ ସବ୍‌ଜି, ମଟ୍‌କା କୁଲ୍‌ଫି…ଜେପି ନଡ୍ଡାଙ୍କ ବାସଭବନରେ ଏନ୍‌ଡିଏ ସାଂସଦଙ୍କ ଡିନର ପାର୍ଟି

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ଆଜି ଜୁନ୍‌ ୯ରେ ମୋଦି ପ୍ରଧାନମନ୍ତ୍ରୀ…

4 hours ago