Below header

ଆଜି ରାଜ୍ୟରେ ଆଉ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୭୨ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୪୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ହଜାର୬୨୦କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୨ହଜାର ୮୪୨। ଆକ୍ଟିଭ କେସ୍‌ ରହିଛି ୮୧୬।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.