ଆଜି ରାଜ୍ଯରେ ଆଉ ୭୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ, ଗଲା ୧୬ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ଆଉ ୭୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ୧କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୭ ହଜାର ୩୭୪ । ଆକ୍ଟିଭ କେସ୍‌ ରହିଛି ୬ ହଜାର ୮୮୭।

 ଅନ୍ଯପଟେ, ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬ ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ସେହିପରି ରାଜ୍ୟରେ ମୃତ୍ୟୁହାର ରହିଛି ୦.୫୩ ପ୍ରତିଶତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.