ରାଜ୍ଯରେ ଆଜି ୭୪୯ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୬ଜଣଙ୍କ ଜୀବନ

ଭୁବନେଶ୍ୱର: ଆଜି ରାଜ୍ୟରେ ୭୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଏମାନଙ୍କ ଭିତରୁ ୪୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ, ବାକି ୩୧୨  ହେଉଛି ଲୋକାଲ୍ କେସ୍‌। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 ସେହିପରି ରାଜ୍ୟରେ ଆଜି କରୋନାରେ ଆଉ ୧୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୪୩ରେ ପହଞ୍ଚିଯାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.