ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ପୁଣି ୭୬ କରୋନା ପଜିଟିଭ୍ ଚିହ୍ନଟ । ଗତ ୨୪ ଘଣ୍ଟାରେ ଏମାନେ ସଂକ୍ରମିତ ହୋଇଥିବା ନେଇ ଟ୍ଵିଟ୍ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ତେବେ ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩୧କୁ ବୃଦ୍ଧି ପାଇଛି । ନୂଆ ସଂକ୍ରମିତଙ୍କ ଭିତରେ ୧୪ ଜଣ କରୋନା ଯୋଦ୍ଧା ଥିବା ଜଣାପଡିଛି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…