ଆଜି ରାଜ୍ୟରେ ଚିହ୍ନଟ ହେଲେ ୮୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୮୯ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ହଜାର ୯୨୪କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୪ହଜାର ୩୩୩। ଆକ୍ଟିଭ କେସ୍‌ ରହିଛି ୬୨୩।

Leave A Reply

Your email address will not be published.