ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୯ ଜୀବନ, ମୃତ୍ୟୁସଂଖ୍ୟା ୨୨୫କୁ ବୃଦ୍ଧି

ଭୁବନେଶ୍ବର : ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୯  ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୫ଜଣଙ୍କର ମୃତ୍ଯୁ ହୋଇଥିବାବେଳେ, ଏଠାରେ ସମୁଦାୟ ମୃତ୍ୟୁସଂଖ୍ୟା ୧୧୭କୁ ବୃଦ୍ଧି ପାଇଛି । ଏହାବ୍ଯତିତ ଖୋର୍ଦ୍ଧା, ସୁନ୍ଦରଗଡ,କେନ୍ଦୁଝର, ଗଜପତିରୁ ଜଣେ ଲେଖାଏଁ କରୋନା ରୋଗୀ ମୃତ୍ଯୁବରଣ କରିଥିବା ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.