ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୭ ଜଣ କରୋନା ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ଚିହ୍ନଟ ହେଲେ ୯୭ ଜଣ କରୋନା ଆକ୍ରାନ୍ତ । ସଂଗରୋଧ କେନ୍ଦ୍ରରୁ ୫୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ହଜାର୪୬୬କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି ପାଖାପାଖି ୩ ଲକ୍ଷ ୩୨ହଜାର ୬୧୧। ଆକ୍ଟିଭ କେସ୍‌ ରହିଛି ୮୯୪।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.