କରୋନା ଭାଇରସ

ଆଜି ଭୁବନେଶ୍ବରରୁ ୧୨୨ ନୂଆ କରୋନା ପଜିଟିଭ ଚିହ୍ନଟ, ୨୫୪ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରୁ ଆଜି ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନରୁ ୪୩ ଓ ଲୋକାଲ କଣ୍ଟାକ୍ଟ କେସରୁ ୭୯ ଜଣ ଅଛନ୍ତି। ସେହିଭଳି ୨୪ ଘଣ୍ଟାରେ ଭୁବନେଶ୍ବରରେ ୨୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ବିଏମସି। କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଷରେ ଆସିଥିବାର ଜଣାଇଛି ବିଏମସି।

କ୍ବାରେଣ୍ଟାଇନର ଆକ୍ରାନ୍ତ ମାନଙ୍କ ମଧ୍ୟରେ ୟୁନିଟ-୧ ଓ ପଟିଆରୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିଭଳି ପୁରୁଣା ଭୁବନେଶ୍ୱର ଓ ଗଜପତି ନଗର, ବିଜେବି ନଗର, ଘାଟିକିଆ, ଶୈଳଶ୍ରୀ ବିହାର, ଟଙ୍କାପାଣି ରୋଡ, ୟୁନିଟ-୮ରୁ ଅନେକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଲୋକାଲ କଣ୍ଟାକ୍ଟ କେସରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ନୟାପଲ୍ଲୀ, ପଟିଆ, ୟୁନିଟ-୮, ପାତ୍ରପଡ଼ା, ନିଳାଦ୍ରୀ ବିହାର, ଡୁମଡୁମା, ଝାରପଡ଼ା, ଆଚାର‌୍ୟ୍ୟ ବିହାର, ଚନ୍ଦ୍ରଶେଖରପୁର, ଟଙ୍କାପାଣି ରୋଡ, ଜୟଦେବ ବିହାରରୁ ଅନେକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 

KNews Bureau

Recent Posts

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

7 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

14 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

28 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

40 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

52 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

1 hour ago