ଆଜି ରାଜ୍ୟରେ ୧୩୪୬ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର (କେନ୍ୟୁଜ ବ୍ୟୁରୋ) : ଆଜି ରାଜ୍ୟରେ ୧୩୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୨ ଲକ୍ଷ ୯୭ ହଜାର ୮୬୨ କୁ ବୃଦ୍ଧି ପାଇଛି । ଆଜି ରାଜ୍ୟର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୪ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୧୨୬ ଜଣଙ୍କ ସହ ଦ୍ଵିତୀୟ ସ୍ଥାନରେ ଅଛି ସୁନ୍ଦରଗଡ଼ ଜିଲ୍ଲା ।


ଯେବେକି କଟକରୁ ୧୧୦ ଜଣ ଓ ଅନୁଗୁଳ ଜିଲ୍ଲାରୁ ୬୫ ଜଣ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଇଭାଗ ତରଫରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.