Below header

ଆଜି ରାଜ୍ୟରୁ ସୁସ୍ଥ ହେଲେ ୩୮୬ ଜଣ କରୋନା ଆକ୍ରାନ୍ତ

କେନ୍ୟୁଜ୍(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୩୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୫୭ ଜଣ, ଖୋର୍ଦ୍ଧାରୁ ୫୩ ଜଣ, ମୟୁରଭଞ୍ଜରୁ ୨୩ ଜଣ ଓ ଷ୍ଟେଟପୁଲରୁ ୮ ଜଣ ରୋଗୀ କରୋନାରୁ ଆରୋଗ୍ୟ ହୋଇଛନ୍ତି। ତେବେ ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୩୧୯୦୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.