ଏପଟେ ବଢୁଛି ସେପଟେ ଛିଡୁଛି, ରାଜ୍ୟରେ ଆଉ ୪୩ ଜଣ କରୋନାରୁ ସୁସ୍ଥ

ଭୁବନେଶ୍ୱର (କେ ନ୍ୟୁଜ୍‌) : ରାଜ୍ୟରେ ଆଉ ୪୩ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଏହି ୪୩ ଜଣଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ, ଯାଜପୁର ଓ ରାଉରକେଲାରୁ ୮ ଜଣ ଲେଖାଏଁ ଭଲ ହୋଇଛନ୍ତି । ସେହିପରି ପୁରୀ, କେନ୍ଦ୍ରାପଡ଼ା, କଟକ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥତା ଲାଭ କରିଛନ୍ତି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.