Below header

ମୟୂରଭଞ୍ଜ ଜିଲ୍ଲାରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରୁ ଆଉ ଜଣେ କରୋନା ଆକ୍ରାନ୍ତ । ମୟୂରଭଞ୍ଜରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ଆଜି ସକାଳେ ମୟୁରଭଞ୍ଜର ୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଯେଉଁମାନେ ସୁରତ ଫେରାନ୍ତା ହୋଇଥିବାବେଳେ କ୍ବାରେଣ୍ଟାଇନରେ ରହିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.