ଆଜି ଭୁବନେଶ୍ବରରୁ ୨୧ ଏବଂ କଟକରୁ ୩୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱରରୁ ୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ସଙ୍ଗରୋଧରୁ ୧୬, ସ୍ଥାନୀୟ ଅଞ୍ଚଳରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୪୯ଜଣ ସଂକ୍ରମିତ। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ସିଏମସିରୁ ୩୨ ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।

You might also like